ମହିଳା ଏସ୍‌ଏଚ୍‌ଜିମାନଙ୍କୁ ଉଦ୍ୟୋଗିତା ନିମନ୍ତେ ପ୍ରୋତ୍ସାହନ : ପ୍ରତି ବ୍ଲକ୍‌ରେ ସ୍ଥାପନ ହେବ ଛତୁଆ ପ୍ରସ୍ତୁତ ୟୁନିଟ୍‌

ମହିଳା ଏସ୍‌ଏଚ୍‌ଜିମାନଙ୍କୁ ଉଦ୍ୟୋଗିତା ନିମନ୍ତେ ପ୍ରୋତ୍ସାହନ ପ୍ରତି ବ୍ଲକ୍‌ରେ ସ୍ଥାପନ ହେବ ଛତୁଆ ପ୍ରସ୍ତୁତ ୟୁନିଟ୍‌ ଭୁବନେଶ୍ୱର (ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସ୍ୱୟଂ ସହାୟିକା ଗୋଷ୍ଠୀଗୁଡ଼ିକ ଜରିଆରେ ମହିଳାମାନଙ୍କୁ ଉଦ୍ୟୋଗ ପ୍ରତି ପ୍ରୋତ୍ସାହିତ କରିବା ଏବଂ ଗୁଣାତ୍ମକ ଛତୁଆ ପ୍ରସ୍ତୁତ କରିବା ପାଇଁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ରାଜ୍ୟର ୩୧୪ଟି ବ୍ଲକ୍‌ରେ ଛତୁଆ ପ୍ରସ୍ତୁତ ୟୁନିଟ୍ ସ୍ଥାପନ ପାଇଁ ପଦକ୍ଷେପ ଗ୍ରହଣ କରିଛି । ଏହି ଛତୁଆ ପ୍ରସ୍ତୁତି କେନ୍ଦ୍ରଗୁଡ଼ିକ ଆସନ୍ତା…

Read More

ଜୁନିୟର ହକି ବିଶ୍ୱକପ୨୦୨୧: ଯୁବ ବୃତ୍ତିଗତ କ୍ରୀଡ଼ାବିତଙ୍କ ପାଇଁ ଏକ ଶିକ୍ଷଣ ପ୍ଲାଟଫର୍ମ

ଜୁନିୟର ହକି ବିଶ୍ୱକପ୨୦୨୧: ଯୁବ ବୃତ୍ତିଗତ କ୍ରୀଡ଼ାବିତଙ୍କ ପାଇଁ ଏକ ଶିକ୍ଷଣ ପ୍ଲାଟଫର୍ମ ଭୁବନେଶ୍ୱର(ଏନ୍‌.ଏମ୍‌.): ଯେତେବେଳେ ଏଫଆଇଏଚ୍ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ ୨୦୨୧ର କ୍ୱାର୍ଟର ଫାଇନାଲରେ ଭାରତ, ବେଲଜିୟମକୁ ପରାସ୍ତ କଲା, ସେତେବେଳେ ଏହା ସମସ୍ତଙ୍କ ପାଇଁ ଏକ ଖୁସିର ମୂହୁର୍ତ୍ତ ଥିଲା । ବିଶେଷ କରି କଳିଙ୍ଗ ଷ୍ଟାଡିୟମରେ ନିୟୋଜିତ ହୋଇଥିବା ସ୍ୱେଚ୍ଛାସେବୀମାନଙ୍କ ଭିତରେ ଏହା ସୃଷ୍ଟି କରିଥିଲା ଏକ ଅଭୂତପୂର୍ବ ଶିହରଣ । ସମ୍ମାନଜନକ ବିଶ୍ୱକପର ଅଂଶ ହୋଇ କ୍ୱାର୍ଟର ଫାଇନାଲର…

Read More

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଏକାମ୍ର ହାଟସ୍ଥିତ ହସ୍ତତନ୍ତ ବଜାର ପରିଦର୍ଶନ

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଏକାମ୍ର ହାଟସ୍ଥିତ ହସ୍ତତନ୍ତ ବଜାର ପରିଦର୍ଶନ ଭୁବନେଶ୍ୱର(ଏନ୍‌.ଏମ୍‌.): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହାୟତାରେ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟରେ ‘ବୟନିକା’ ଦ୍ୱାରା ହସ୍ତତନ୍ତ ବଜାର ଗତ ୨୫ ତାରିଖରୁ ଚଳିତ ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ବଜାରକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଆଜି ପରିଦର୍ଶନ କରିଥିଲେ । ତାଙ୍କ ସହିତ ବିଭାଗୀୟ ଶାସନ…

Read More

ମୋ ସ୍କୁଲ ଅଭିଯାନ: ୨୩ଟି ଜିଲ୍ଲାରେ ୧୭ କୋଟି ୭୯ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ମୋ ସ୍କୁଲ ଅଭିଯାନ: ୨୩ଟି ଜିଲ୍ଲାରେ ୧୭ କୋଟି ୭୯ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ଭୁବନେଶ୍ୱର (ଏନ୍‍.ଏମ୍‍.): ‘ମୋ ସ୍କୁଲ୍ ଅଭିଯାନ’ର ୩୦ତମ କାର୍ଯ୍ୟର୍ନିବାହୀ ପରିଷଦ ବୈଠକ ମଙ୍ଗଳବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ୍ ମୋଡ୍‌ରେ ଆୟୋଜିତ ଏହି ବୈଠକରେ ଓଡ଼ିଶାର ୨୩ଟି ଜିଲ୍ଲାର ମୋଟ ୧୭ କୋଟି ୭୯ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଗତ ୧…

Read More

ସପ୍ତମ ବେତନ କମିଶନ ଆଧାରରେ ଅଙ୍ଗନୱାଡି କର୍ମୀଙ୍କୁ ମାସିକ୧୮ହଜାର ଟଙ୍କା ଦରମା ପାଇଁ ସଂସଦରେ ଦାବି କଲେ ସୁବାସ ସିଂହ

ସପ୍ତମ ବେତନ କମିଶନ ଆଧାରରେ ଅଙ୍ଗନୱାଡି କର୍ମୀଙ୍କୁ ମାସିକ୧୮ହଜାର ଟଙ୍କା ଦରମା ପାଇଁ ସଂସଦରେ ଦାବି କଲେ ସୁବାସ ସିଂହ #ନୂଆଦିଲ୍ଲୀ (ଏନ୍‌.ଏମ୍‌.): ଓଡିଶା ଓ ସାରା ଭାରତ ବଷର୍ରେ ପ୍ରାୟ ୨୫ଲକ୍ଷ ଅଙ୍ଗନୱାଡି କର୍ମି ୧୯୭୫ମସିହା ଠାରୁ ଦୀର୍ଘ ୪୫ବର୍ଷ ଧରି ମହିଳା ଓ ଶିଶୁ ବିକାଶ ଯୋଜନା ଅନ୍ତଗର୍ତ ମା ଓ ଶିଶୁ ମାନଙ୍କର କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗିକୃତ କରି କାର୍ଯ୍ୟକରି ଆସୁଅଛନ୍ତି । ଏପରିକି ଗତ ଦୁଇବର୍ଷ କେରାନା ମହାମାରୀ ସମୟେର…

Read More

ପେନ୍‌ସନଭୋଗୀଙ୍କ ପାଇଁ ଲାଇଫ୍ ସାର୍ଟିଫିକେଟ୍ ଦାଖଲ ସମୟସୀମା ବଢ଼ିଲା

ପେନ୍‌ସନଭୋଗୀଙ୍କ ପାଇଁ ଲାଇଫ୍ ସାର୍ଟିଫିକେଟ୍ ଦାଖଲ ସମୟସୀମା ବଢ଼ିଲା ଭୁବନେଶ୍ୱର(ଏନ୍‌.ଏମ୍‌.): କୋଭିଡ-୧୯ ମହାମାରୀ ଦୃଷ୍ଟିରୁ ପେନ୍‌ସନ୍‌ଭୋଗୀମାନଙ୍କ ବାର୍ଷିକ ଜୀବିତ ପ୍ରମାଣପତ୍ର (ଲାଇଫ୍ ସାର୍ଟିଫିକେଟ୍‌) ଅବଧିକୁ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ଓଡ଼ିଶା ଟ୍ରେଜେରୀ ସଂହିତା ଭଲ୍ୟୁମ-୧ର ରୁଲ୍ ୩୧୪ ଅନୁଯାୟୀ ପ୍ରତିବର୍ଷ ପେନ୍‌ସନ୍‌ଭୋଗୀମାନେ ନଭେମ୍ବର ୩୦ ତାରିଖ ମଧ୍ୟରେ ଜୀବିତ ପ୍ରମାଣପତ୍ର ଦାଖଲ କରିବାକୁ ପଡ଼ିଥାଏ । ଏହାଛଡ଼ା ସେମାନଙ୍କୁ ବିବାହ କରିନଥିବା, ପୁନର୍ବିବାହ ଓ ଅନ୍ୟତ୍ର ନିୟୋଜନ ସମ୍ବନ୍ଧୀୟ ଘୋଷଣାନାମା ଦେବାକୁ…

Read More

ରାଜ୍ୟପାଳଙ୍କ ଦ୍ୱାରା ‘ଶିଶିର କେ ଶତଦଳ’ଲୋକାର୍ପିତ

ରାଜ୍ୟପାଳଙ୍କ ଦ୍ୱାରା ‘ଶିଶିର କେ ଶତଦଳ’ଲୋକାର୍ପିତ ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଅନିମା ଦାସଙ୍କ ଲିଖିତ ହିନ୍ଦୀ ସନେଟ୍ ପୁସ୍ତକ ‘ଶିଶିର କା ଶତଦଳ’ ଲୋକାର୍ପିତ ହୋଇଯାଇଛି । ରାଜ୍ୟପାଳ ପ୍ରଫେସର ଲାଲ କବି ଶ୍ରୀମତୀ ଦାସଙ୍କୁ ଶୁଭକାମନା ଜ୍ଞାପନ କରିବା ସହିତ ତାଙ୍କର ସାରସ୍ୱତ ଯାତ୍ରାର ସଫଳତା କାମନା କରିଛନ୍ତି । ୧୯୭୩ ମସିହାରେ ଜନ୍ମିତ ଅନିମା ଏବେ କଟକର ନ୍ୟୁ ଷ୍ଟୁଆର୍ଟ ଇଂଲିଶ ମିଡିୟମ୍ ସ୍କୁଲରେ ଶିକ୍ଷକତା କରୁଛନ୍ତି । ପୂର୍ବରୁ…

Read More

ଆଦିବାସୀ ସେଙ୍ଗଲ ଅଭିଯାନ ପକ୍ଷରୁ ସାଧାରଣ ସଭା

ଆଦିବାସୀ ସେଙ୍ଗଲ ଅଭିଯାନ ପକ୍ଷରୁ ସାଧାରଣ ସଭା କଟକ(ଏନ୍‌.ଏମ୍‌.): ସ୍ଥାନୀୟ ସିଡିଏ, ସେକ୍ଟର ୧୩ ସି୍ଥତ ବାଲ୍ମିକୀ ନଗର ଆଦିବାସୀ ସାହି ଠାରେ ଆଦିବାସୀ ସେଙ୍ଗଲ ଅଭିଯାନ (ଏଏସଏ) ତରଫରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଏଏସଏର ସର୍ବ ଭାରତୀୟ ସଭାପତି ତଥା ପୂର୍ବତନ ସାଂସଦ ସଲଖାନ ମୁର୍ମୁ ଅଧ୍ୟକ୍ଷତା କରିଥିଲେ । ଆୟୋଜିତ ଏହି ସଭାରେ ଆଦିବାସୀ ସମାଜରେ ବ୍ୟାପ୍ତ ବିଭିନ୍ନ ଅନ୍ଧ ବିଶ୍ୱାସ ଯଥା ଗୁଣି ଗାରେଡି, ଡାହାଣୀ…

Read More

ଖାକିରେ କଳଙ୍କ: ଫାଣ୍ଡିରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ, ହୋମଗାର୍ଡଙ୍କ ସମେତ ୩ ଅଟକ

ଖାକିରେ କଳଙ୍କ: ଫାଣ୍ଡିରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ, ହୋମଗାର୍ଡଙ୍କ ସମେତ ୩ ଅଟକ ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.) : କଟକ ଜିଲ୍ଲା ଟାଙ୍ଗୀ ଥାନା ମଙ୍ଗୁଳି ପୁଲିସ୍ ଆଉଟପୋଷ୍ଟ ଭିତରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି । ଡ୍ୟୁଟି ସମୟରେ ଜଣେ ହୋମଗାର୍ଡ ଏହି କାଣ୍ଡ ଘଟାଇଥିବା ମହିଳାଜଣକ ଅଭିଯୋଗ ଆଣିଛନ୍ତି । ଏହି ଘଟଣା ସାମ୍ନାକୁ ଆସିବାପରେ ପୁଲିସ ମାମଲା ରୁଜୁ କରିବା ସହ ସମ୍ପୃକ୍ତ ହୋମଗାର୍ଡଙ୍କ ସମେତ ୩ ଜଣଙ୍କୁ ଅଟକ ରଖିଛି…

Read More

ସିଏମ୍‌ସି କଲ୍ୟାଣ ମଣ୍ଡପ ଦୁର୍ନୀତି:୨କୋଟି ୧୦ଲକ୍ଷ ୪୩ହଜାର ଆତ୍ମସାତ, ପୂର୍ବତନ ତତ୍ତ୍ୱାବଧାରକଙ୍କ ନାମରେ ଏତଲା

ସିଏମ୍‌ସି କଲ୍ୟାଣ ମଣ୍ଡପ ଦୁର୍ନୀତି:୨କୋଟି ୧୦ଲକ୍ଷ ୪୩ହଜାର ଆତ୍ମସାତ, ପୂର୍ବତନ ତତ୍ତ୍ୱାବଧାରକଙ୍କ ନାମରେ ଏତଲା କଟକ(ଏନ୍‌.ଏମ୍‌.): ସିଏମସି କଲ୍ୟାଣ ମଣ୍ଡପ ଦୁର୍ନୀତିର ଖୋଳତାଡ଼ ଆରମ୍ଭ ହୋଇଛି । ଦୀର୍ଘ ବର୍ଷ ପରେ ପୁଣି ଏହି ମାମଲା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ସିଏମସି କଲ୍ୟାଣ ମଣ୍ଡପର ଦୁର୍ନୀତିକୁ ନେଇ ସିଏମ୍‌ସି ପକ୍ଷରୁ ପୂର୍ବତନ ତତ୍ତ୍ୱାବଧାରକ ପ୍ରଦୀପ ସାମଲ ଓ ତତ୍‌କାଳୀନ ଡେପୁଟି ସେକ୍ରେଟାରୀ ନିର୍ମଳ ନାୟକଙ୍କ ନାମରେ ସ୍ଥାନୀୟ ପୁରୀଘାଟ ଥାନାରେ ଏତଲା ଦାୟର କରାଯାଇଛି ।…

Read More

ବିଧାନସଭା ପରିସରରେ ସମ୍ବିଧାନ ଦିବସ ପାଳନ ଅବସରରେ ଶପଥ ପାଠ

ବିଧାନସଭା ପରିସରରେ ସମ୍ବିଧାନ ଦିବସ ପାଳନ ଅବସରରେ ଶପଥ ପାଠ ଭୁବନେଶ୍ୱର(ଏନ୍‌.ଏମ୍‌.): ଭାରତୀୟ ସମ୍ବିଧାନ ଦିବସ ଅବସରରେ ଓଡ଼ିଶା ବିଧାନସଭା ସଚିବାଳୟ ତରଫରୁ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶପଥପାଠ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ବିଧାନସଭା ସଚିବ ଦାଶରଥୀ ଶତପଥୀ ଯୋଗଦେଇ ବିଧାନସଭା ସଚିବାଳୟ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ । ସମ୍ବିଧାନ ପ୍ରତି ଆନୁଗତ୍ୟ ରକ୍ଷା କରିବା ପାଇଁ ତଥା ଶ୍ରଦ୍ଧା ଓ ନିଷ୍ଠାର ସହ ନିଜର କର୍ତ୍ତବ୍ୟ ସୁଚାରୁ ରୂପେ ପାଳନ…

Read More

୧୪୦କୋଟି ଟଙ୍କାର ଋଣ ଫାଙ୍କୁଛି କମ୍ପାନୀ: ଜଗତପୁର ଶିଳ୍ପାଞ୍ଚଳରେ ସିବିଆଇ ଚଢାଉ

୧୪୦କୋଟି ଟଙ୍କାର ଋଣ ଫାଙ୍କୁଛି କମ୍ପାନୀ: ଜଗତପୁର ଶିଳ୍ପାଞ୍ଚଳରେ ସିବିଆଇ ଚଢାଉ କଟକ(ଏନ୍‌.ଏମ୍‌.): ଜଗତପୁର ଶିଳ୍ପାଞ୍ଚଳରରେ ଥିବା ଏକ କମ୍ପାନୀ ନକଲି କାଗଜପତ୍ର ଦେଇ ୨ଟି ବ୍ୟାଙ୍କରୁ କୋଟିକୋଟି ଟଙ୍କା ଋଣ ନେଇ ନଶୁଝିବା ଘଟଣାରେ ଆଜି ସଂପୃକ୍ତ କମ୍ପାନୀ ଉପରେ ସିବିଆଇ ଚଢଉ କରିଛି । ଏସ୍ ଆର୍ ଆଲକୋଭେଦ ପ୍ରାଇଭେଟ ଲିମିଟେଡ୍ ନାମକ ଏକ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ରଞ୍ଜନ କୁମାର ପାଢି ପ୍ରଥମେ ୭୭ କୋଟି ଟଙ୍କା ଋଣ ନେଇ ନ ଶୁଝିବାରୁ…

Read More