“ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ’ ପକ୍ଷରୁ ଏସିପି ଓ ଆଇଆଇସିଙ୍କୁ ସମ୍ବର୍ଦ୍ଧନା
“ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ’ ପକ୍ଷରୁ ଏସିପି ଓ ଆଇଆଇସିଙ୍କୁ ସମ୍ବର୍ଦ୍ଧନା ଜଗତପୁର(ଏନ୍.ଏମ୍.): ‘ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ’ ପକ୍ଷରୁ ସଭାପତି ହରିହର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜଗତପୁର ୪୮ନଂ ୱାର୍ଡ ଅଫିସ ଠାରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା । ସଭାରେ କଟକ କମିଶନରେଟ ପୋଲିସର ଜୋନ-୧ ଏସିପି ଅମରେନ୍ଦ୍ର ପଣ୍ଡା ରାଷ୍ଟ୍ରପତି ପୁରସ୍କାର ପାଇଁ ଯୋଗ୍ୟବିବେଚିତ ହୋଇଥିବାରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ଜଗତପୁର ଥାନାର ଆଇଆଇସି ରବିନ୍ଦ୍ରନାଥ ମେହେରଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା…
