ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ, ୪୦:୩୦:୩୦ ଫର୍ମୁଲାରେ ହେବ ମୂଲ୍ୟାୟନ
ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ, ୪୦:୩୦:୩୦ ଫର୍ମୁଲାରେ ହେବ ମୂଲ୍ୟାୟନ ନୂଆଦିଲ୍ଲୀ (ଏଜେନ୍ସି): ମହାମାରୀ କରୋନା ଯୋଗୁ ବାତିଲ ହୋଇଥିବା ସିବିଏସ୍ଇ ଦ୍ୱାଦଶ ଶ୍ରେଣୀର ରେଜଲ୍ଟ ଆସନ୍ତା ଜୁଲାଇ ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ ବୋଲି ଜଣାପଡ଼ିଛି । ଏ ନେଇ ଆଜି ସିବିଏସ୍ଇ ପକ୍ଷରୁ ସୁପ୍ରିମକୋର୍ଟଙ୍କୁ ସୂଚନା ଦିଆଯାଇଛି । ତେବେ ଦଶମ, ଏକାଦଶ ଓ ଦ୍ୱାଦଶ ଶ୍ରେଣୀର ପ୍ରି ବୋର୍ଡ ପ୍ରଦର୍ଶନକୁ ଦେଖି ଛାତ୍ରଛାତ୍ରୀଙ୍କ ମାର୍କ…
