ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ରାଜ୍ୟ ଆବାହକ ଅରୂପ ପଟ୍ଟନାୟକ
ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ରାଜ୍ୟ ଆବାହକ ଅରୂପ ପଟ୍ଟନାୟକ କଟକ(ଏନ୍.ଏମ୍.): ସମ୍ପ୍ରତି କରୋନା ମହାମାରୀର ଦ୍ୱିତୀୟ ଲହର ଭଳି ଘଡ଼ିସନ୍ଧି ସମୟରେ ରକ୍ତ ସଙ୍କଟ ଦୂର କରିବା ପାଇଁ ଓଡ଼ିଶା ମୋ ପରିବାର…
