ବାହାନଗା ରେଳ ଦୁର୍ଘଟଣା: ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ
ବାହାନଗା ରେଳ ଦୁର୍ଘଟଣା: ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ #କଟକ(ଏନ୍.ଏମ୍.): ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ବିହାର ବାସିନ୍ଦା ପ୍ରକାଶ ରାମ (୧୭) ବୋଲି ମେଡ଼ିକାଲ ସୂତ୍ରରୁ ସୂଚନା ମିଳିଛି । ପ୍ରକାଶଙ୍କର ଆସିୟୁରେ ଚିକିତ୍ସା ଚାଲିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା କଟକ ବଡ଼ମେଡ଼ିକାଲ (ଏସସିବି)ର କୁଳ ସଚିବ ଡକ୍ଟର ଅବିନାଶ ରାଉତ ପ୍ରକାଶ କରିଛନ୍ତି ।…
