ଆଇପିଏଲ ହେଲା ସ୍ଥଗିତ
Slider କ୍ରୀଡା ବ୍ରେକିଙ୍ଗ ନିଉଜ

ଆଇପିଏଲ ହେଲା ସ୍ଥଗିତ

ନୂଆଦିଲ୍ଲୀ: ପ୍ରଥମଥର ପାଇଁ ଅଧାରୁ ସ୍ଥଗିତ ହୋଇଛି ଫାଟଫଟ କ୍ରିକେଟ ଆଇପିଏଲ। ଏକାଧିକ କ୍ରିକେଟର କରୋନାରେ ଆକ୍ରାନ୍ତ ହେବାରୁ ଚଳିତ ବର୍ଷ ଆଇପିଏଲକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ଏ ସମ୍ପର୍କ ବସିସିଆଇ ଉପ ସଭାପତି ରାଜୀବ ଶୁକ୍ଳା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆପିଏଲର ଗଭର୍ଣ୍ଣିଂ…