ରାଜ୍ୟରେ କରୋନା ସଂକ୍ରମଣ କ୍ଷେତ୍ରରେ କଟକ ଆଗରେ
କଟକ(ଏନ୍.ଏମ୍.): ଆଜି କଟକ ଜିଲ୍ଲାର କରୋନା ସଂକ୍ରମଣ ସଂଖ୍ୟା ସମଗ୍ର ରାଜ୍ୟରେ ସର୍ବାଧିକ ରହିଛି । ଅନ୍ୟ ଜିଲ୍ଲା ଅପେକ୍ଷା କଟକ ଜିଲ୍ଲାରେ ଆଜି ୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ମହାନଗର ନିଗମ ଅଞ୍ଚଳରୁ ୩୮୩ଜଣ, ଗ୍ରାମାଞ୍ଚଳରୁ ୫୬୯ଜଣ ଏବଂ ଅନ୍ୟ ଜିଲ୍ଲାରୁ ୨୧ଜଣ…